The Ultimate Managed Hosting Platform
ADVERTISEMENT

ମଣ୍ଡପରୁ ଲୁଟ, ୮ରୁ ଅଧିକ ଅଟକ

Facebook
Twitter
LinkedIn

ଭୁବନେଶ୍ୱର : ବମିଖାଲ ମଣ୍ଡପରୁ ମହିଳାଙ୍କ ବେକରୁ ଚେନ ଲୁଟ ଘଟଣା । ୮ରୁ ଅଧିକ ବ୍ୟକ୍ତିଙ୍କୁ ଅଟକ ରଖି ପୁଲିସର ପଚରାଉଚରା । ସମସ୍ତେ ଓଡିଶା ବାହାରର ଥିବା ସୂଚନା । କାହିଁକି ମଣ୍ଡପରେ ଗହଳି କରୁଥିଲେ ତାକୁ ନେଇ ତଦନ୍ତ ଜାରି ।
ସୂଚନା ଥାଉକି, ବମିଖାଲ ପୂଜା ମଣ୍ଡପ ନିକଟରୁ ୪ ଜଣ ମହିଳାଙ୍କ ବେକରୁ ୧୦ ଭରି ଲେଖାଏଁର ୪ଟି ସୁନା ଚେନ୍ ଲୁଟିଥିବା ଅଭିଯୋଗ ହୋଇଥିଲା ।। ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ। ରବିବାର ସକାଳ ପ୍ରାୟ ୧୦ଟା ୩୦ରୁ ୧୦ଟା ୪୫ ମଧ୍ୟରେ ବମିଖାଲ ପୂଜା ମଣ୍ଡପ ପାଖରେ ସୁନା ଚେନ୍ ଲୁଟର ଶିକାର ହୋଇଥିଲେ ୪ ଜଣ ମହିଳା । ମାତ୍ର ୧୫ ମିନିଟରେ ଚୋରି କରି ଚମ୍ପଟ ମାରିଥିବା ଅଭିଯୋଗ ହୋଇଥିଲା । ପୋଲିସର କଡ଼ା ସୁରକ୍ଷା ବଳୟ ଓ ସିସିଟିଭି ସର୍ଭିଲାନ୍ସରେ ପୂଜା ମଣ୍ଡପ ଅଞ୍ଚଳ ଥିବା ବେଳେ ଏପରି ଚୋରି ସମସ୍ତଙ୍କୁ ଚକିତ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

Login