The Ultimate Managed Hosting Platform
ADVERTISEMENT

ମନ୍ତ୍ରୀଙ୍କ ଘରକୁ ଟମାଟୋ, ଭେଣ୍ଡି ମାଡ

Facebook
Twitter
LinkedIn

ଭୁବନେଶ୍ୱର : ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ । ପନିପରିବା ଦାମ ବୃଦ୍ଧିର ପ୍ରତିବାଦ କରି ଛାତ୍ର କଂଗ୍ରେସର ବି କ୍ଷୋଭ । ବେକରେ ପରିବା ମାଳ ପକାଇ ଓ ପରିବା ପିଙ୍ଗି ପ୍ରତିବାଦ । ମନ୍ତ୍ରୀଙ୍କ ଘର ଉପରକୁ ଟମାଟୋ, ଭେଣ୍ଡି ଫିଙ୍ଗିଲେ କଂଗ୍ରେସ କର୍ମୀ । ମନ୍ତ୍ରୀଙ୍କ ବାସଭବନ ଭିତରକୁ ଧସେଇ ପଶିବାକୁ ଉଦ୍ୟମ । ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ସହ ଧସ୍ତାଧସ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login