The Ultimate Managed Hosting Platform
ADVERTISEMENT

ମନ୍ମଥଙ୍କ ବିରୋଧରେ ମାମଲା

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢିଲା ଅଡୁଆ । ମନ୍ମଥଙ୍କ ବିରୋଧରେ ଭୁବନେଶ୍ୱର ସାଇବର ଥାନାରେ ମାମଲା ରୁଜୁ ହୋଇଛି । ବିଜେପି ଲିଗାଲ ସେଲ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login