The Ultimate Managed Hosting Platform
ADVERTISEMENT

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

Facebook
Twitter
LinkedIn

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ , ମମତାଙ୍କ ମନ୍ତବ୍ୟକୁ ନିନ୍ଦା । ପଶ୍ଚିମବଙ୍ଗରେ ଘଟିଥିବା ଏକାଧିକ ଦୁଷ୍କର୍ମ ଘଟଣାକୁ ନେଇ ବର୍ଷିଲେ । ମମତାଙ୍କ ଶାସନରେ ଚାଲିଥିବା ଅରାଜକତାର ଏହା ପ୍ରମାଣ ବୋଲି କହିଲେ । ମହିଳାଙ୍କୁ ସର୍ବଦା ଦୋଷାରୋପ କହି ମମତା ଖସିବାକୁ ଚେଷ୍ଟା କରି ଆସିଛନ୍ତି । ରେପକୁ ଜଷ୍ଟିଫାଏ କରିବା ବନ୍ଦ କରି ଜଷ୍ଟିସ ଦେବାକୁ ମମତାଙ୍କୁ ଅନୁରୋଧ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login