The Ultimate Managed Hosting Platform
ADVERTISEMENT

ମର୍ମନ୍ତୁଦ ସଡକ ଦୁର୍ଘଟଣା , ଡ୍ରାଇଭର ମୃତ

Facebook
Twitter
LinkedIn

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ର କଟିପୋଲ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଘଟଣା ସ୍ଥଳରେ ଡମ୍ପର ଡ୍ରାଇଭର ମୃତ । ସୂଚନା ଅନୁଯାୟୀ ଆଜି ଭୋର ସମୟରେ କଟିପୋଲ ନିକଟରେ ଜଳେଶ୍ବର ଅଭିମୁଖେ ଯାଉଥିବା ଏକ ହାଇୱା ଛିଡା ହୋଇ ଥିଲା, ଏହି ସମୟର ଏକ ଡମ୍ପର ଦ୍ରୂତଗତିରେ ଆସି ପଛ ପଟୁ ଧକ୍କା ଦେଇ ଥିଲା, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ଡମ୍ପରର ଡ୍ରାଇଭର ଚାପି ହୋଇ ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇ ଥିଲା । ଖବର ପାଇ ବସ୍ତା ପୋଲିସ, ଅଗ୍ନିଶମବିଭାଗ, ସ୍ଥାନୀୟ ଲୋକଙ୍କ ସହାୟତାରେ ଗ୍ୟାସ କଟର ସାହାଯ୍ୟରେ କାଟି ମୃତ ଶରୀର କୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଥିବା ବେଳେ, ଦୁଇଟି ଗାଡିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login