The Ultimate Managed Hosting Platform
ADVERTISEMENT

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ

Facebook
Twitter
LinkedIn

ଭୁବନେଶ୍ୱର : ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଜାମିନ୍ ମଞ୍ଜୁର କଲେ ସୁପ୍ରିମ କୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ କରିଥିଲେ । ଏହାକୁ ବିଚାର କରି ସୁପ୍ରିମକୋର୍ଟ ତାଙ୍କ ଜାମିନ ଦେଇଛନ୍ତି । ଭିଜିଲାନ୍ସ ଦଣ୍ଡାଦେଶ ଉପରେ ହାଇକୋର୍ଟ ଯେଉଁ ରାୟ ଦେଇଥିଲେ ତାହାକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି । କିନ୍ତୁ ଏହା ଭିତରେ ତାଙ୍କୁ ଗିରଫ ହେବାର ଯେଉଁ ଭୟ ଥିଲା ତାହା ଏବେ ଜାମିନ୍ ମଂଜୁର ପରେ ଦୂର ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login