The Ultimate Managed Hosting Platform
ADVERTISEMENT

ମହର୍ଷି ବାଲ୍ମିକୀ ବିମାନବନ୍ଦର ଉଦଘାଟନ କଲେ ମୋଦୀ

Facebook
Twitter
LinkedIn

ଅଯୋଧ୍ୟା : ଆଜି ଅଯୋଧ୍ୟା ରେଳ ଷ୍ଟେସନ ସହ ମହର୍ଷି ବାଲ୍ମିକୀ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ରେଳ ଷ୍ଟେସନର ପୁନଃନିର୍ମାଣ କରାଯାଇଛି । ଏଥିସହ ମୋଟ ୨ ହଜାର ୩୦୦ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଥିସହ ୨ଟି ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ୬ ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୋଦୀ । ସେହିପରି ୧୪ ଶହ ୫୦ କୋଟି ବ୍ୟୟରେ ମାତ୍ର ୬ ମାସରେ ନିର୍ମିତ ହୋଇଛି ଅଯୋଧ୍ୟା ଆନ୍ତର୍ଜାତୀୟ ବିମାନବନ୍ଦର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login