The Ultimate Managed Hosting Platform
ADVERTISEMENT

ମହାକୁମ୍ଭରେ ବୁଡ ପକାଇଲେ ରାଷ୍ଟ୍ରପତି

Facebook
Twitter
LinkedIn

ପ୍ରୟାଗରାଜ : ମହାକୁମ୍ଭରେ ବୁଡ ପକାଇଲେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ବୁଡ ପକାଇଲେ ଦ୍ରୈାପଦୀ ମୁର୍ମୁ । ବୁଡ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କଲେ ରାଷ୍ଟ୍ରପତି । ପ୍ରୟାଗରାଜରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କାର୍ଯ୍ୟକ୍ରମ ସହ ୮ ଘଣ୍ଟାର ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି । ପ୍ରୟାଗରାଜରେ ପହଞ୍ଚିବା ପରେ ନୌବିହାର କରିଥିଲେ । ନୌବିହାର ବେଳେ ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଇଥିଲେ । ସାଙ୍ଗରେ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦୀବେନ ପଟେଲ। ବୁଡ଼ ପରେ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି । ପ୍ରୟାଗରାଜରେ ରାଷ୍ଟ୍ରପତି ଅପରାହ୍ଣ ୪ଟା ପର୍ୟ୍ୟନ୍ତ ରହିବା କାର୍ୟ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login