The Ultimate Managed Hosting Platform
ADVERTISEMENT

ମହାନଦୀକୁ ଡେଇଁ ପଡ଼ିଲେ ମହିଳା !

Facebook
Twitter
LinkedIn

କଟକ(ଅମୂଲ୍ୟ କୁମାର ବାରିକ) : ମାଲଗୋଦାମ ଥାନା ନିକଟସ୍ଥ ଯୋବ୍ରା ଆନିକଟ ମହାନଦୀକୁ ଆଜି ସକାଳେ ଜଣେ ମହିଳା ହଠାତ୍ ଡେଇଁ ପଡିଥିଲେ । ଏହି ଘଟଣା ଦେଖି ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ପାଣିକୁ ଡେଇଁ ତାଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇବା ରେ ସକ୍ଷମ ହୋଇଛନ୍ତି । ଖବର ପାଇ ମାଲଗୋଦାମ ଥାନା ଆଇଆଇସି , ଥାନା କର୍ମଚାରୀ ଏବଂ ଆଗନ୍ନି ଶମ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ରାଶି ପକାଇ ଉଦ୍ଧାର କରିଥିଲେ । ପାରିବାରିକ ସମସ୍ୟାକୁ ନେଇ ମହିଳା ଜଣକ ଏପରି କାଣ୍ଡ ଘଟାଇଛନ୍ତି ବୋଲି ଲୋକଙ୍କ ଠାରୁ ଶୁଣିବାକୁ ମିଳୁଛି । ମହିଳା ଜଣକ ନାମ ଜଣା ପଡି ନାହଁ । ଚିକିତ୍ସା ପାଇଁ ଏସିବିକୁ ପଠାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login