The Ultimate Managed Hosting Platform
ADVERTISEMENT

ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ୍ ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ

Facebook
Twitter
LinkedIn

ପୁରୀ : ଗତକାଲି ରାତିରେ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବଲିଉଡ୍ ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀ । ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ତାଙ୍କୁ ସେବାୟତମାନେ ସ୍ୱାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରି ଫେରିବା ପରେ ମିଥୁନ କହିଛନ୍ତି, ସେ ଓଡ଼ିଶାରୁ ସବୁବେଳେ ସ୍ନେହ ମମତା ପାଇଛନ୍ତି । ଓଡ଼ିଶାରେ ଯେଭଳି ଭଲପାଇବା ମିଳିଛି ତାହା ଅନ୍ୟ କେଉଁଠି ମିଳିନାହିଁ । ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login