The Ultimate Managed Hosting Platform
ADVERTISEMENT

ମହାପ୍ରଭୁଙ୍କ ବଡ ମହାସ୍ନାନ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ ନୀତି । ଜୟ ବିଜୟ ଦ୍ୱାର ନିକଟରେ କେହି ବାନ୍ତି କରିଦେବାରୁ ବଡ ମହାସ୍ନାନ । ବଡ ମହାସ୍ନାନ ପାଇଁ ବନ୍ଦ ରହିଛି ସାଧାରଣ ଦର୍ଶନ । ସୂଚନା ମୁତାବକ ସକାଳ ପ୍ରାୟ ସାଢେ ୮ଟା ସମୟରେ ଭିତର ଦର୍ଶନ ଚାଲିଥିବାବେଳେ ଭକ୍ତ ଜଣ ବାନ୍ତି କରିଦେଇଥିଲେ। ଏ ଅଘଟଣ ପରେ ପ୍ରାୟ ୧ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା।ଶ୍ରୀମନ୍ଦିର ପରମ୍ପରା ଅନୁସାରେ ମନ୍ଦିର ପରିସର ମଧ୍ୟରେ ଯଦି ରକ୍ତ ଛିଟା ପଡ଼େ, କିଏ ବାନ୍ତି କରିଦେଲେ କିମ୍ବା ମଳତ୍ୟାଗ କଲେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ କରାଯାଇଥାଏ । ପରେ ଚୂନ ପାଣି ପକାଯାଇ ଶୁଦ୍ଧିକରଣ କରାଯାଏ । ଏହାପରେ ପୂଜାପଣ୍ଡା ସେବକମାନେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି କରିଥାନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login