The Ultimate Managed Hosting Platform
ADVERTISEMENT

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ରଥ ଉଦଘାଟିତ

Facebook
Twitter
LinkedIn

ଜଗତସିଂହପୁର : ଜଗତସିଂହପୁର ବ୍ଲକ କାର୍ୟ୍ୟାଳୟ ପକ୍ଷରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ରଥ ବୁଲିବ ଘରକୁ ଘର। ଆଜି ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ପରିସରରୁ ୮ଟି ପରିକ୍ରମା ପ୍ରକଳ୍ପ ରଥ କୁ ବିଭିନ୍ନ ଗାଁକୁ ପଠା ଯାଇଛି। ଏହି ରଥ ପ୍ରତ୍ୟକ ଘର ବୁଲି ଅକ୍ଷତ ଓ ଗୁଆ ଆଦି ସଂଗ୍ରହ କରିବ। ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ବ୍ଲକ ଅଧ୍ୟକ୍ଷା କନକପ୍ରଭା ଲେଙ୍କା ବ୍ଲକ ଉନ୍ନୟନ ଅଧିକାରୀ ଆଶୁତୋଷ ମିଶ୍ର ଏବିଡ଼ିଓ ଓ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହି କାର୍ୟ୍ୟକ୍ରମ କୁ ପରିଚାଳନା କରିଥିଲେ। ତେବେ ଏହି ରଥ ଆଜିଠାରୁ ସାତ ଦିନ ଧରି ଜଗତ ସିଂହପୁର ସବୁ ପଞ୍ଚାୟତ ବୁଲିବ ଏହି ରଥକୁ ନେଇ ଜଗତସିଂହପୁର ଜିଲ୍ଲାରେ ସୃଷ୍ଟି ହୋଇଛି ଭକ୍ତିଭାବ ପରିବେଶ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login