The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମହାଷ୍ଟମୀରେ କରନ୍ତୁ ମା ଗୈାରହରିଙ୍କୁ ପୂଜା

Facebook
Twitter
LinkedIn

ବ୍ୟୁରୋ ; ନବରାତ୍ରିର ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା ହୋଇଯାଇଥିଲା । ସେଥିପାଇଁ ତାଙ୍କ ନାମ ମା’ ଗୌରୀ । କୁହାଯାଏ କି ମାତା ସୀତା ଶ୍ରୀରାମଙ୍କୁ ପାଇବା ପାଇଁ ଏହାକୁ ପୂଜା କରିଥିଲେ ।
ଅଷ୍ଟମୀରେ ମା’ ଗୌରୀଙ୍କ ପୂଜା କରିବା ବହୁତ ଫଳଦାୟୀ ହୋଇଥାଏ । ମା’ ମହାଗୌରୀ ମାତାଙ୍କୁ ପୂଜା କରିବା ଦ୍ୱାରା ପାପରୁ ମୁକ୍ତି ମିଳିଥାଏ ଏବଂ ମନରେ ବିଚାର ଶୁଦ୍ଧତା ଆସିଥାଏ । ମା’ ମହାଗୌରୀ ସବୁପ୍ରକାର ନକାରାତ୍ମକତା ଦୂର କରିଥାନ୍ତି ।
ମା’ ମହାଗୌରୀଙ୍କୁ ପୂଜା କରିବା ପାଇଁ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ଆରମ୍ଭ କରନ୍ତୁ । ମା’ଙ୍କ ସମ୍ମୁଖରେ ଦୀପ ଲଗାନ୍ତୁ ଏବଂ ଧ୍ୟାନ କରନ୍ତୁ । ପୂଜାରେ ମା’ଙ୍କୁ ଧଳା କିମ୍ବା ହଳଦିଆ ରଙ୍ଗର ଫୁଲ ଅର୍ପିତ କରନ୍ତୁ । ତା’ ପରେ ମନ୍ତ୍ର ଜପ କରନ୍ତୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login