ବ୍ୟୁରୋ ; ନବରାତ୍ରିର ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା ହୋଇଯାଇଥିଲା । ସେଥିପାଇଁ ତାଙ୍କ ନାମ ମା’ ଗୌରୀ । କୁହାଯାଏ କି ମାତା ସୀତା ଶ୍ରୀରାମଙ୍କୁ ପାଇବା ପାଇଁ ଏହାକୁ ପୂଜା କରିଥିଲେ ।
ଅଷ୍ଟମୀରେ ମା’ ଗୌରୀଙ୍କ ପୂଜା କରିବା ବହୁତ ଫଳଦାୟୀ ହୋଇଥାଏ । ମା’ ମହାଗୌରୀ ମାତାଙ୍କୁ ପୂଜା କରିବା ଦ୍ୱାରା ପାପରୁ ମୁକ୍ତି ମିଳିଥାଏ ଏବଂ ମନରେ ବିଚାର ଶୁଦ୍ଧତା ଆସିଥାଏ । ମା’ ମହାଗୌରୀ ସବୁପ୍ରକାର ନକାରାତ୍ମକତା ଦୂର କରିଥାନ୍ତି ।
ମା’ ମହାଗୌରୀଙ୍କୁ ପୂଜା କରିବା ପାଇଁ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ଆରମ୍ଭ କରନ୍ତୁ । ମା’ଙ୍କ ସମ୍ମୁଖରେ ଦୀପ ଲଗାନ୍ତୁ ଏବଂ ଧ୍ୟାନ କରନ୍ତୁ । ପୂଜାରେ ମା’ଙ୍କୁ ଧଳା କିମ୍ବା ହଳଦିଆ ରଙ୍ଗର ଫୁଲ ଅର୍ପିତ କରନ୍ତୁ । ତା’ ପରେ ମନ୍ତ୍ର ଜପ କରନ୍ତୁ ।
ମହାଷ୍ଟମୀରେ କରନ୍ତୁ ମା ଗୈାରହରିଙ୍କୁ ପୂଜା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











