The Ultimate Managed Hosting Platform
ADVERTISEMENT

ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ , ୩ ଅଟକ

Facebook
Twitter
LinkedIn

ଅନୁଗୁଳ : ଅନୁଗୁଳରେ ଲଜ୍ଜା । ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ପୀଡ଼ିତାଙ୍କୁ ଉଦ୍ଧାର କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଅଟକ ରଖିଛି ପଚରାଉଚରା କରୁଛି ପୋଲିସ । ଅନୁଗୋଳ ଟାଉନ ଥାନା ଅଞ୍ଚଳରେ ଘର ଭଡ଼ା ନେଇ ଜଣେ ରହୁଥିବା ଜଣେ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ମହିଳା କାନ୍ଦୁଥିବା ଦେଖି ପାଖ ପଡୋଶୀ ଥାନାକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରିବା ସହ ମୁଖ୍ୟ ଅଭିଯୁକ୍ତ କାଳିଆ ସହ ୩ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା ଚଳାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login