The Ultimate Managed Hosting Platform
ADVERTISEMENT

ମହିଳାଙ୍କୁ ମାରି ପୋଡିଦେଲେ !

Facebook
Twitter
LinkedIn

ସମ୍ବଲପୁର : ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ । ଶାସନ ଥାନା ବଳବସପୁର ହୀରାକୁଦ ଡାଇକ ନିକଟରେ ଠାବ । ହତ୍ୟା ପରେ କେହି ମୃତକକୁ ପୋଡିବାକୁ ଚେଷ୍ଟା କରିଥିବା ସନେ୍ଦହ । ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ ପୋଲିସର ଛାନଭିନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login