The Ultimate Managed Hosting Platform
ADVERTISEMENT

ମହିଳା ଦିବସରେ ନବୀନଙ୍କ ଶୁଭେଚ୍ଛା

Facebook
Twitter
LinkedIn

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ସୋସିଆଲ ମିଡିଆ ଏକ୍ସରେ ଶୁଭେଚ୍ଛା ବାର୍ତ୍ତା ଦେଇ ଲେଖିଛନ୍ତି ଯେ, ଆମେ ସର୍ବଦା ମହିଳାଙ୍କୁ ସମ୍ମାନ ଏବଂ ମହିଳା ସଶକ୍ତିକରଣକୁ ସର୍ବଦା ସମସ୍ତ କ୍ଷେତ୍ରରେ ଗୁରୁତ୍ୱ ଦେଇଛୁ । ଓଡ଼ିଶାରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମିଶନଶକ୍ତି ଯୋଜନା, ମମତା ଯୋଜନା ଏବଂ ଲିଙ୍ଗଗତ ବଜେଟ୍ ଭଳି ଅନେକ ପଦକ୍ଷେପ ନିଆଯାଇଛି । ତେଣୁ ଏହି ମହିଳା ଦିବସରେ ଆସନ୍ତୁ ସବୁଠି ମହିଳାଙ୍କ ନେତୃତ୍ୱକୁ ପାଳନ କରିବା ଏବଂ ସର୍ବୋଚ୍ଚ ନିଷ୍ପତ୍ତିକୁ ସମ୍ମାନ ଜଣାଇବା ଏବଂ ସମାଜରେ ତଥା ବିଭିନ୍ନ ସଂସ୍ଥାରେ ମହିଳାମାନଙ୍କ ଅଧିକ ଭୂମିକାକୁ ସୁନିଶ୍ଚିତ କରିବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login