ବଲାଙ୍ଗିର : ମହୁମାଛି ଆକ୍ରମଣରେ ଜଣେ ଗୁରୁତର । ୬ ଜଣ ଆହତ ହୋଇଛନ୍ତି । ପୁଇଁତଳା ଥାନା ରଣ୍ଡା ପଞ୍ଚାୟତ ପଦମପୁର ଗାଁରେ ମହୁମାଛି ଆକ୍ରମଣ । ଚାଷ ଜମିକୁ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି । ସମସ୍ତ ଆହତଙ୍କୁ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
Views: 119

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...