The Ultimate Managed Hosting Platform
ADVERTISEMENT

ମାଓଗଡକୁ ସିଧାସଳଖ ବିମାନ ସେବା , ନୂଆବର୍ଷରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ମାଲକାନଗିରି :ମାଲକାନଗିରିବାସୀଙ୍କ ପାଇଁ ଖୁସି ଖବର । ବିକାଶ ଯାତ୍ରାରେ ଯୋଡି ହେଉଛି ମାଲକାନଗିରି । ନୂଆବର୍ଷରେ ମାଲକାନଗିରିକୁ ଉଡ଼ିବ ବିମାନ । ମାଓଗଡ଼କୁ ସିଧାସଳଖ ଆରମ୍ଭ ହେବ ବିମାନସେବା । ଓଡ଼ିଶାର ରେଡ୍ ହଟ୍ ଜୋନ୍ ଭାବରେ ପରିଚିତ ମାଲକାନିଗିରିରେ ଜାନୁଆରୀ ଆରମ୍ଭରେ ବିମାନବନ୍ଦର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରି ଏୟାରପୋର୍ଟରେ ଓହ୍ଲାଇବା ସହ ବିମାନବନ୍ଦରକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏବେ ଏୟାରପୋର୍ଟ ନିର୍ମାଣ କାମ ଜୋରସୋରରେ ଚାଲିଛି । ୨୦୧୯ ନିର୍ବାଚନ ପୂର୍ବରୁ ଗୁରୁପ୍ରିୟା ସେତୁର ଉଦଘାଟନ ମାଲକାନଗିରି ସ୍ବାଭିମାନ ଅଞ୍ଚଳର ବିକାଶ ଯାତ୍ରାରେ ନୂଆ ଫର୍ଦ୍ଦ ଯୋଡ଼ିଥିଲା । ଏବେ ବିମାନ ସେବା ଲାଲଗଡ଼ରେ ଯୋଗାଯୋଗ କ୍ଷେତ୍ରରେ ଦ୍ବିତୀୟ ମାଇଲଖୁଣ୍ଟ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login