The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ , ୨ ଯବାନ ଗୁରତର

Facebook
Twitter
LinkedIn

ମାଲକାନଗିରି : ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ପୋରଣ। ଦୁଇ ଯବାନ ଗୁରୁତର । ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ଦିନରୁ ପୁଣି ହିଂସାକାଣ୍ଡ ଘଟାଇଛନ୍ତି ଲାଲବାହିନୀ । ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ଜିଲ୍ଲାର ସାତାଧାର ପୋଲ ନିକଟରେ ଏହି ବିସ୍ଫୋରଣ ହୋଇଛି । ଏହି ସୂଚନା ଦେଇଛନ୍ତି ଦନ୍ତେୱାଡା ଏସପି ଗୌରବ ରାୟ। ସେପଟେ ଗୁରୁତର ଦୁଇ ଯବାନଙ୍କୁ ଦନ୍ତେୱାଡା ମେଡିକାଲରେ ଚିକିତ୍ସା କରାଯାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କମ୍ବିଂକୁ ଜୋରଦାର କରିଛି ସୁରକ୍ଷା ବାହିନୀ ।
ଦାନ୍ତେୱାଡା ପୋଲିସର ସୂଚନା ଅନୁସାରେ ଆହତ ଯବାନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । ଏହି ବିସ୍ଫୋରଣ ପରେ ପୂରା ଅଂଚଳରେ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି । ପିଏଲ୍ଜିଏ ସପ୍ତାହ ଚାଲିଥିବା ବେଳେ ସାତଧାର ଅଂଚଳକୁ ପୋଷ୍ଟର ହଟାଇବା ପାଇଁ ଯବାନମାନେ ଯାଇଥିଲେ । ଏହି ସମୟରେ ନକ୍ସଲମାନେ ବିଛାଇଥିବା ଆଇଇଡି ବିସ୍ଫୋରଣ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login