The Ultimate Managed Hosting Platform
ADVERTISEMENT

ମାଓ କ୍ୟାମ୍ପ ଠାବ କଲେ ସୁରକ୍ଷାକର୍ମୀ

Facebook
Twitter
LinkedIn

ଝାଡଖଣ୍ଡ : ପୁଣି ମାଓ କ୍ୟାମ୍ପ ଠାବ ହୋଇଛି । ସର୍ଚ୍ଚ ଅପରେସନ ବେଳେ ମାଓ କ୍ୟାମ୍ପ ଠାବ କଲେ ସୁରକ୍ଷାକର୍ମୀ । ଗିରିଡିହି ଜିଲ୍ଲା ମଧୁବନ ଥାନା ପାରସନାଥ ପାହାଡରେ ମାଓକ୍ୟାମ୍ପ ଠାବ ହୋଇଛି । ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login