The Ultimate Managed Hosting Platform
ADVERTISEMENT

ମାଓ ବର୍ବରତା , ୨ ଗ୍ରାମବାସୀଙ୍କୁ ହତ୍ୟା

Facebook
Twitter
LinkedIn

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକମାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଅପହରଣ ପରେ ୨ ଗ୍ରାମବାସୀଙ୍କୁ ନିମର୍ମ ହତ୍ୟା । ପୋଲିସ ଇନଫର୍ମର ସନେ୍ଦହରେ ପ୍ରଜାକୋର୍ଟରେ ହତ୍ୟା । ତାଡମେଟାଲା ଗାଁର ନାଏବ ସରପଞ୍ଚ ସମେତ ୨ ଜଚ୍ଚଙ୍କୁ ହତ୍ୟା । ଘଟଣା ପାଇଁ ନିଜକୁ ଦାୟୀ କଲା ଦକ୍ଷିଣ ବସ୍ତର ମାଓ ସଂଗଠନ ।
ପ୍ରାୟ ୧୦ ଦିନ ତଳେ ନାଏବ ସରପଞ୍ଚ ସମେତ ୧୫ ଜଣ ଗ୍ରାମବାସୀଙ୍କୁ ନକ୍ସଲମାନେ ଅପହରଣ କରି ନେଇଥିଲେ। ମାଓବାଦୀ ମାନେ ପ୍ରଜାକୋର୍ଟ ସମସ୍ତଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଗତକାଲି ଉପ ସରପଞ୍ଚ ଓ ଗ୍ରାମବାସୀଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ପୋଲିସ ଇନଫର୍ମର ସନ୍ଦେହରେ ନକ୍ସଲ ମାନେ ଏପରି କାଣ୍ଡ ଭିଆଇ ଥିବା ଜଣାପଡ଼ିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login