The Ultimate Managed Hosting Platform
ADVERTISEMENT

ମାଟ୍ରିକ ପରୀକ୍ଷା ଦେଉଥିବା ବେଳେ ଛାତ୍ରଙ୍କ ମୃତ୍ୟୁ

Facebook
Twitter
LinkedIn

କୋରାପୁଟ: ମାଟ୍ରିକ ପରୀକ୍ଷା ଦେଉଥିବା ସମୟରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମାଥାଲପୁଟ ସ୍ଥିତ ମାଲୁ ସାନ୍ତା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ। ମୃତ ଛାତ୍ର ଜଣଙ୍କ ଦାମନଯୋଡି ମାଥାଲପୁଟ ଅଞ୍ଚଳର କୁନା ପୂଜାରୀ। ଆଜି ନାଲକୋ ଟାଉନ ସିପ ସ୍ଥିତ ଏସଭିଏମ ବିଦ୍ୟାଳୟ ଠାରେ ମାଟ୍ରିକ ପରୀକ୍ଷା ଦେଉଥିବା ବେଳେ ହଠାତ୍ ଅଚେତ ହୋଇ ପଡିଯାଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ତୁରନ୍ତ ଆମ୍ବୁଲାନ୍ସରେ ନାଲକୋ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ନାଲକୋ ହସ୍ପିଟାଲରେ ଛାତ୍ର ମୃତ ଘୋଷଣା କରିଥିଲେ ଡାକ୍ତର। ଘଟଣାର ଖବର ପାଇ ଦାମନଯୋଡି ପୁଲିସ ମେଡିକାଲ ପହଞ୍ଚି ପ୍ରାଥମିକ ତଦନ୍ତ କରୁଥିବା ଦେଖିବାକୁ ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login