The Ultimate Managed Hosting Platform
ADVERTISEMENT

ମାଟ୍ରିକ ରେଜଲ୍ଟ; ଖୋର୍ଦ୍ଧାରେ ସର୍ବାଧିକ ନୂଆପଡାରେ ସର୍ବନିମ୍ନ

Facebook
Twitter
LinkedIn

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାରେ ପାସ ହାର ସର୍ବାଧିକ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯୭.୯୮ ପ୍ରତିଶତ ପାସ ହାର । ନୂଆପଡାରେ ସର୍ବନିମ୍ନ ୯୩.୯୧ ପ୍ରତିଶତ ପାସ ହାର । କଟକରେ ପାସ୍ ହାର ୯୭.୫୮% ରହିଥିବା ବେଳେ ଜଗତସିଂହପୁରରେ ୯୭.୬୦, କେନ୍ଦ୍ରାପଡ଼ାରେ ୯୫.୭୭, ଯାଜପୁରରେ ୯୫.୯୨, ଅନୁଗୋଳରେ ୯୬.୬୩, ଢେଙ୍କାନାଳରେ ୯୫.୧୨, ପୁରୀରେ ୯୬.୭୬, ନୟାଗଡ଼ରେ ୯୬.୨୩, ବାଲେଶ୍ୱରରେ ୯୬.୧, ଭଦ୍ରକରେ ୯୬.୭୩, କେନ୍ଦୁଝରରେ ୯୪.୮, ମୟୂରଭଞ୍ଜରେ ୯୫.୭, ଗଜପତିରେ ୯୭.୦୮, ଗଞ୍ଜାମରେ ୯୭.୦୬, ବୌଦ୍ଧରେ ୯୫.୪୯, କନ୍ଧମାଳରେ ୯୬.୬୦, କଳାହାଣ୍ଡିରେ ୯୫.୮୬, ନୂଆପଡ଼ାରେ ୯୩.୯୧, ବରଗଡ଼ରେ ୯୭.୬୪, ସମ୍ବଲପୁରରେ ୯୬.୭୩, ଦେବଗଡ଼ରେ ୯୬.୭୧, ଝାରସୁଗୁଡ଼ାରେ ୯୭.୨୮, ବଲାଙ୍ଗିରରେ ୯୪.୩୯, ସୁବର୍ଣ୍ଣପୁରରେ ୯୭.୧୧, ସୁନ୍ଦରଗଡ଼ରେ ୯୭.୨୪, କୋରାପୁଟରେ ୯୪.୮୨, ମାଲକାନଗିରିରେ ୯୫.୦୪, ନବରଙ୍ଗପୁରରେ ୯୪.୮୮ ଓ ରାୟଗଡ଼ାରେ ପାସ୍ ହାର ୯୬.୧୬% ରହିଛି। ରି ଚେକିଙ୍ଗ ପାଇଁ ମେ ୨୯ ରୁ ଜୁନ ୧୨ ପର୍ୟ୍ୟନ୍ତ ୧୫ ଦିନ ସମୟ ଦିଆଯାଇଛି । ବିଦ୍ୟାର୍ଥୀଙ୍କ ପରୀକ୍ଷା ଫଳ ଜନିତ ସମସ୍ତ ସମସ୍ୟାର ସମାଧାନ ପାଇଁ କାଉସିଲରଙ୍କୁ ନେଇ ଖୋଲାଯାଇଛି କଣ୍ଟ୍ରୋଲ ରୁମ। ଚଳିତବର୍ଷ ରାଜ୍ୟରେ ୫ ଲକ୍ଷ ୪୧ ହଜାର ବିଦ୍ୟାର୍ଥୀ ରେଗୁଲାର ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥିସହିତ ମାଧ୍ୟମା ଓ ପତ୍ର ବିନିମୟର ପରୀକ୍ଷା ରେଜଲ୍ଟ ମଧ୍ୟ ପ୍ରକାଶ ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login