The Ultimate Managed Hosting Platform
ADVERTISEMENT

ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

Facebook
Twitter
LinkedIn

କଳାହାଣ୍ଡି : କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଜେନାଖାଲରେ ଗୁପ୍ତ ରୀତିନୀତିରେ ମାଣିକେଶ୍ୱରୀଙ୍କ ପୂଜାର୍ଚ୍ଚନା ସମ୍ପନ୍ନ । ଗୁପ୍ତ ନୀତିରେ ପୂଜା ପରେ ଭୋର ୫ଟା ୧୫ରେ ବାହାରିଲା ମାଙ୍କ ଛତର ଯାତ୍ରା । ଶହ ଶହ ପଶୁପକ୍ଷୀଙ୍କ ବଳି ପକାଇଲେ ମାନସିକଧାରୀ । ରକ୍ତ ରଞ୍ଜିତ ହେଲା ରାସ୍ତା ।
ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଆୟୋଜନ ପାଇଁ ବ୍ୟାପକ ପରିମାଣରେ ପୁଲିସ ଫୋର୍ସ ନିୟୋଜିତ ଅଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ଡ୍ରୋନ କ୍ୟାମେରା ଦ୍ବାରା ସମସ୍ତ ଗତିବିଧିକୁ ରେକର୍ଡ କରାଯିବ। ଭୋର ୫ଟାରେ ପୂଜାର୍ଚ୍ଚନା ଓ ରୀତିନୀତି ପରେ ଛତର ଯାତ୍ରା ଜେନାଖାଲ ଠାରୁ ବାହାରି ମାଣିକେଶ୍ବରୀ ମନ୍ଦିର ଅଭିମୁଖେ ବାହାରିଛି। ଶ୍ରଦ୍ଧାଳୁମାନେ ରାସ୍ତାରେ ଦର୍ଶନ ପାଇଁ ଭିଡ ରହିବା ଯୋଗୁଁ ବିଭିନ୍ନ ସ୍ଥାନରେ ସିସିଟିଭିକୁ ବ୍ୟବହାର କରି କଣ୍ଟ୍ରୋଲ ରୁମ ସହିତ ଯୋଗାଯୋଗ କରିପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login