The Ultimate Managed Hosting Platform
ADVERTISEMENT

ମାଧୁରୀ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର

Facebook
Twitter
LinkedIn

ଭୁବନେଶ୍ୱର : ମାଧୁରୀ ଦୀକ୍ଷିତ ହେଲେ ଓଡିଶାର ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର । ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ ମାଧୁରୀ । ଆସନ୍ତା ବର୍ଷେ ପର୍ଯ୍ୟନ୍ତ ବ୍ରାଣ୍ଡ ଆମ୍ବାସଡର ଦାୟିତ୍ୱ ତୁଲାଇବେ ମାଧୁରୀ । ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ଉପଲକ୍ଷେ ରାଜ୍ୟ ସରକାର ଓଡ଼ିଶାରେ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମ ‘ଏକତା’ ଭୁବନେଶ୍ବରର ଜନତା ମଇଦାନରେ ଆୟୋଜନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ହରି ବାବୁ କମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମାଧୁରୀ ଦୀକ୍ଷିତ ନେନେ ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ସଂକଟରୁ ଉଦ୍ଧାର କରି ତାକୁ ପୁନର୍ଜୀବିତ କରିବା ଆମ ଦାୟିତ୍ୱ। ଆଜିର ଦିବସ ଗର୍ବ ଏବଂ ସ୍ମରଣର ଦିନ। ହସ୍ତତନ୍ତ୍ର କ୍ଷେତ୍ର କେବଳ ଆମର ଆର୍ଥିକ ମେରୁଦଣ୍ଡ ନୁହେଁ ବରଂ ଆମର ଗର୍ବ ଏବଂ ଗାରିମାର ପର୍ବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login