The Ultimate Managed Hosting Platform
ADVERTISEMENT

ମାନସ ସ୍ୱାଇଁ ହତ୍ୟା ମିଷ୍ଟ, ଆଉ ଜଣେ ଗିରଫ !

Facebook
Twitter
LinkedIn

ଚାନ୍ଦବାଲି : କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ଦିନକୁ ଦିନ ଖୋଲୁଛି ଗୁମର । ତେବେ ଏହି ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଚାନ୍ଦବାଲି ପୋଲିସ । କଟକରୁ ରଞ୍ଜନ ନାୟକ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ । ଏହା ସହିତ ଏହି ମାମଲାରେ ଆଉ ଜଣେ ଯୁବକ ଓ ଦୁଇ ମହିଳା ମଧ୍ୟ ଅଟକ ଥିବା ସୂଚନା ମିଳିଛି । ସେପଟେ ମାନସ ହତ୍ୟା ଘଟଣାରେ ପୋଲିସ ଏବେ ଯାଏଁ ମୁଖ୍ୟ ଅଭିଯୁକ୍ତର ଟେର୍ ମଧ୍ୟ ପାଇନି । ଏହି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ମଧ୍ୟ କିଛି ପତ୍ତା ପାଉନି ପୋଲିସ । କେବଳ ଶର୍ମିଷ୍ଠା ନୁହେଁ, ତାଙ୍କ ସହିତ ଆଉ ଜଣେ ମହିଳା ମଧ୍ୟ ଘଟଣା ପରଠାରୁ ଫେରାର ଅଛନ୍ତି । ସେହିପରି ପୂର୍ବରୁ ହତ୍ୟାକାଣ୍ଡରେ ସାମିଲ ଥିବା ତିନି ଅଭିଯୁକ୍ତଙ୍କୁ ଗିରଫ କରିସାରିଛି ପୋଲିସ । ଏନେଇ ସେମାନଙ୍କୁ ଜେରା କରି ତଥ୍ୟ ଓଗାଳୁଛି ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login