The Ultimate Managed Hosting Platform
ADVERTISEMENT

ମାର୍ଚ୍ଚ ୫ ଖୋଲାରହିବ ସ୍କୁଲ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ସ୍କୁଲ । ସ୍କୁଲ ଖୋଲା ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଚିଠି । ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଲା ବିଭାଗ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ଦୀର୍ଘ ବର୍ଷ ହେଲା ପାଳନ ହୋଇଆସୁଥିଲା । ତେବେ ଚଳିତବର୍ଷ ରାଜ୍ୟ ସରକାର ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମାର୍ଚ୍ଚ ୫ରେ କେବଳ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳନ ହେବ । ହେଲେ ସରକାରୀ ଛୁଟିକୁ ବାତିଲ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login