The Ultimate Managed Hosting Platform
ADVERTISEMENT

ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ !

Facebook
Twitter
LinkedIn

ମାଲକାନଗିରି : ମାବକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ସାଙ୍ଗର ଜନ୍ମଦିନ ପାର୍ଟିରେ ଯୋଗ ଦେଇ ଫେରିବା ବେଳେ ଦୁଷ୍କର୍ମ । ବିଜା ଘାଟି ନିକଟରୁ ଉଦ୍ଧାର କଲା ମାଲକାନଗିରି ଆଦର୍ଶ ଥାନା ପୋଲିସ । ଡାକ୍ତରୀ ପରୀକ୍ଷା ପରେ ଶକ୍ତି ସଦନରେ ପୀଡିତାକୁ ରଖାଯାଇଛି । ସୂଚନା ଅନୁଯାୟୀ, ସଦର ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ସାଙ୍ଗଙ୍କ ଜନ୍ମ ଦିନ ପାଳନ କରିବାକୁ ଯାଇ ଆଉ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ହେଲେ କୌଣସି ପତ୍ତା ମିଳିନଥିଲା । ପରେ ବିଳମ୍ବିତ ରାତିରେ ବିଜାଘାଟିଠାରେ ଜଣେ ଟ୍ରକ ଚାଳକ ଓ ନାବାଳିକାଙ୍କୁ ସନ୍ଦେହଜନକ ସ୍ଥିତିରେ ଦେଖି ସ୍ଥାନୀୟଲୋକେ ମାଲକାନଗିରି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରୁ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ଶକ୍ତି ସଦନ ଗୃହରେ ରଖାଯାଇଛି । ପରିବାର ପକ୍ଷରୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ମାଲକାନଗିରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login