The Ultimate Managed Hosting Platform
ADVERTISEMENT

ମାସକର ଛୁଆକୁ ୪୦ ଚେଙ୍କ

Facebook
Twitter
LinkedIn

ଉମରକୋଟ : ମାସକର ଛୁଆକୁ ୪୦ରୁ ଅଧିକ ଚେଙ୍କ । ଚନ୍ଦାହାଣ୍ଡି ଗମ୍ଭାରିଗୁଡା ପଞ୍ଚାୟତ ଫୁଣ୍ଡେଲପଡା ଗାଁର ଘଟଣା । ଅସୁସ୍ଥ ହେବାରୁ ମାସକର ଛୁଆକୁ ଚେଙ୍କ ଦେଲେ ବାପାମା । ପେଟ ଓ ମୁଣ୍ଡରେ ୪୦ରୁ ଅଧିକ ଚେଙ୍କ ଦିଆଯାଇଥିବା ସୂଚନା । ଗୁରୁତର ଅବସ୍ଥାରେ ଶିଶୁଟିକୁ ଉମରକୋଟ ମେଡିକାଲ ଭର୍ତ୍ତି । ଯନ୍ତ୍ରଣାରେ ହସପିଟାଲ ବେଡରେ ପଡି ରହି ଛଟପଟ ହେଉଛି। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଉପଖଣ୍ଡ ଚିକିତ୍ସାଳୟରେ। ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତ ଫୁଣ୍ଡେଲପଡା ଗାଁର ସରୋଜ କୁମାର ନାୟକଙ୍କ ମାସକର ପୁଅର ପେଟ ଓ ମୁଣ୍ଡରେ ୪୦ରୁ ଉର୍ଦ୍ଧ୍ବ ଚେଙ୍କ ଦିଆଯାଇଛି । ପରିବାର ଲୋକେ ଶିଶୁଟିକୁ ଗୁରୁତର ଅବସ୍ଥାରେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିତିଲେ। ତେବେ ବର୍ତ୍ତମାନ ଶିଶୁଟିର ସ୍ବାସ୍ଥ୍ୟବସ୍ଥା ଭଲ ଅଛି। ଶୀଘ୍ର ସୁସ୍ଥ ହୋଇ କିପରି ଘରକୁ ଫେରିବ ସେନେଇ ଚେଷ୍ଟା ଚାଲିଥିବା କହିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login