The Ultimate Managed Hosting Platform
ADVERTISEMENT

ମାସ ଶେଷରେ ଘୂର୍ଣ୍ଣିବଳୟ !

Facebook
Twitter
LinkedIn

ଭୁବନେଶ୍ୱର : ମାସ ଶେଷରେ ଘୂର୍ଣ୍ଣିବଳୟ । ଆସନ୍ତା ୨୧ ତାରିଖ ବେଳକୁ ପୋର୍ଟବ୍ଲେୟାର ନିକଟ ଦକ୍ଷିଣ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ପ୍ରଭାବରେ ୨୩ ମେ ବେଳକୁ ମୌସୁମୀ ଉତ୍ତର ଆଣ୍ଡାମାନ ଛୁଇଁବା ନେଇ ଆକଳନ କରାଯାଉଛି । ତେବେ ଓଡ଼ିଶାରେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ କି ନାହିଁ ଏହା ୧୯ ତାରିଖ ପରେ ଜଣାପଡିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସେପଟେ କାଳବୈଶାଖି ପ୍ରଭାବରେ ତାତିରେ ସାମାନ୍ୟ ବ୍ରେକ ଲାଗିଥିବା ବେଳେ ୧୬ ତାରିଖ ପରେ ପୁଣିଥରେ ପାରଦ ୪୦ଡିଗ୍ରୀ ଉପରକୁ ଡେଇଁପାରେ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଥାଇଲାଣ୍ଡ, ମିଆଁଁମାର, ବାଂଲାଦେଶ ସମେତ ଉତ୍ତର-ପୂର୍ବ ଭାରତର ବିଭିନ୍ନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login