The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମା’ ହେଲେ ଚର୍ଚ୍ଚିତ ଆଇଏଏସ ଟିନା ଡାବି

Facebook
Twitter
LinkedIn

ନୂଆଦିଲ୍ଲୀ : ମା ହେଲେ ଟିନା ଡାବି । ଶିଶୁପୁତ୍ରକୁ ଜନ୍ମ ଦେଲେ ଟିନା । ସେ ଜୟପୁରର ଏକ ଡାକ୍ତରଖାନାରେ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଶିଶୁପୁତ୍ରର ଜନ୍ମ ପରେ ଟିନା ଡାବି ଓ ତାଙ୍କ ସ୍ୱାମୀ ଆଇଏଏସ୍ ପ୍ରଦୀପ ଗୱାଣ୍ଡେଙ୍କୁ ବହୁ ସଂଖ୍ୟାରେ ସେମାନଙ୍କ ଶୁଭେଚ୍ଛୁ ଅଭିନନ୍ଦନ ଜଣାଇଛନ୍ତି। ଗତବର୍ଷ ଜୁଲାଇରେ ଟିନା ଡାବି ଜୈସଲମେର୍ର କଲେକ୍ଟର ହୋଇଥିଲେ, କିନ୍ତୁ ଗତ କିଛି ମାସ ହେବ ସେ ମାତୃତ୍ୱ ଛୁଟିରେ ଥିଲେ। ୨୦୨୨ରେ ଜୟପୁରରେ ଟିନା ଡାବି ଓ ପ୍ରଦୀପ ଗୱାଣ୍ଡେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଦୁହିଁଙ୍କ ବିବାହ ଜୟପୁରର ଏକ ପଞ୍ଚ ତାରକା ହୋଟେଲରେ ହୋଇଥିଲା। ପ୍ରଦୀପ ଗୱାଣ୍ଡେ ହେଉଛନ୍ତି ମରାଠୀ। ସୂଚନା ଅନୁଯାୟୀ , ଟିନା ଡାବି ୨୦୧୫ରେ ଟଚଝଉ ପରୀକ୍ଷାରେ ଟପ୍ କରିବା ପରେ ଚର୍ଚ୍ଚାକୁ ଆସିଥିଲେ। ଏହାପରେ ଟିନା ଆଇଏଏସ୍ ଅତହର ଆମିର ଖାନଙ୍କୁ ବିବାହ କରିଥିଲେ। କିନ୍ତୁ ବିବାହର ଦୁଇ ବର୍ଷ ପରେ ହିଁ ଦୁହିଁଙ୍କ ଛାଡପତ୍ର ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login