The Ultimate Managed Hosting Platform
ADVERTISEMENT

ମିଆଁମାର ଭୂକମ୍ପ : ୨୦ ଜଣଙ୍କର ଚାଲିଗଲା ଜୀବନ, ବ୍ୟାଂକକ ଏୟାରପୋର୍ଟ ବନ୍ଦ

Facebook
Twitter
LinkedIn

ନୂଆଦିଲ୍ଲୀ ; ମିଆଁମାରରେ ଶକ୍ତିଶାଳୀ ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି । ଏପର୍ୟ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଆଗକୁ ଆହୁରି ଅଧିକ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ୪୩ ଜଣ ନିଖୋଜ ରହିଛନ୍ତି ।
ଭୂକମ୍ପ ଯୋଗୁଁ ଥାଇଲାଣ୍ଡରେ ଏମରଜେନ୍ସୀ ଘୋଷଣା କରାଯାଇଛି । ଏମରଜେନ୍ସୀ ଘୋଷଣା କଲେ ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ । ବ୍ୟାଂକକର ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ୨ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଛି । ବ୍ୟାଂକକର ମେଟ୍ରୋ ସେବା ବାତିଲ ହୋଇଛି । କୋଠା ଭାଙ୍ଗିବା ଯୋଗୁଁ ଅନେକ ଦବିଥିବା ଆଶଙ୍କା କରାଯାଉଛି । ବ୍ରିଜ ମଧ୍ୟ ଭୁଶୁଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login