କଟକ : ମୁକୁଳା ଡ୍ରେନରେ ପଡି ଯୁବକଙ୍କ ମୃତ୍ୟୁ । ସିଆରଆରଆଇ ଥାନା ନଊଆ ବଜାର ମହିମାନଗରରେ ଅଘଟଣ । ମୃତକ ଯାଜପୁରର ହୋଇଥିବା ବଏଲେ କଟକରେ ରାଜମିସ୍ତ୍ରୀ ଭାବେ କାମ କରୁଥିଲେ । ସକାଳେ ଡ୍ରେନରେ ମୃତଦେହ ଦେଖି ପୋଲିସକୁ ଜଣାଇଥିଲେ ଲୋକେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ମୃତକ ଜଣକ ରାଜମିସ୍ତ୍ରୀ ଭାବେ କାମ କରୁଥିଲେ ବୋଲି ଜଣାପଡ଼ିଛି ।
Views: 74