The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇଲେ ଜଗତସିଂହପୁର ଜିଲ୍ଲା ଶାଖାର ଓଡିଶା ମୋଟର ଚାଳକ ସଂଘ

Facebook
Twitter
LinkedIn

ଜଗତସିଂହପୁର : ଡ଼୍ରାଇଭର ଭାଇଙ୍କର ଦୁରହେଲା ଚିନ୍ତା। କଥା ଦେଇ ନବୀନ ରଖିଲେ କଥା।ଓଡ଼ିଶା ମୋଟର ଚାଳକ ସଂଘ ପକ୍ଷରୁ ୬ ଦଫା ଦାବି ନେଇ ଦୀର୍ଘଦିନ ଧରି ଆନ୍ଦୋଳନ,ବିକ୍ଷୋଭ ସହିତ ଷ୍ଟେରିଙ୍ଗ ଛାଡ ଆନ୍ଦୋଳନ କରାଯାଇଥିଲା।ସରକାରଙ୍କ ସହିତ ଆଲୋଚନା ପରେ ଡ୍ରାଇଭର ମାନେ ଆନ୍ଦୋଳନ ରୁ ଓହରି ଯାଇଥିଲେ।ଡ୍ରାଇଭର ମାନଙ୍କ ଦାବି ଉପରେ ତର୍ଜମା କରିବା ପରେ ସରକାର ଆଂଶିକ ଭାବରେ ଡ୍ରାଇଭର ମାନଙ୍କ ଦାବି ପୂରଣ କରିଥିବାରୁ ଡ୍ରାଇଭର ମାନେ ବେଶ୍ ଖୁସି ବ୍ୟକ୍ତ କରିବା ସହିତ ମୁଖ୍ୟମନ୍ତ୍ରୀ,ବିଭାଗୀୟ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।ଜଗତସିଂହପୁର ବସଷ୍ଟାଣ୍ଡ ନିକଟରେ ଆୟୋଜିତ ଧନ୍ୟବାଦ୍ ସଭାରେ ଜିଲ୍ଲା ସଂଘ ସଭାପତି ଅରୁଣ କୁମାର ମହାନ୍ତି,ଉପଦେଷ୍ଠା ପିନାକୀ ମହାନ୍ତି,ଦୀପକ ମହାନ୍ତି,ସୂର୍ୟ୍ୟନାରାୟଣ ମହାନ୍ତିଙ୍କୁ ସଂଘ ପକ୍ଷରୁ ଉତ୍ତରୀୟ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login