The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ

Facebook
Twitter
LinkedIn

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଭୁବନେଶ୍ବର ଗସ୍ତରେ ଥିବା ଶ୍ରୀ ଗେଟ୍ସ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ଆଲୋଚନାରେ ଓଡିଶାର ବିଭିନ୍ନ ବିକାଶମୂଳକ କାର୍ୟ୍ୟକ୍ରମ, କୃଷି ଓ କୃଷକଙ୍କ ବିକାଶ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବସ୍ତି ପରିଚାଳନା ଓ ବିଭିନ୍ନ କ୍ଷେତ୍ରରେ ରୂପାନ୍ତରଣ ପ୍ରସଙ୍ଗ ସ୍ଥାନ ପାଇଥିଲା। ମୁଖ୍ୟମନ୍ତ୍ରୀ-ବିଲ୍ ଗେଟ୍ସ ଆଲୋଚନା ବେଳେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login