The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ ଅଭିନେତା ଅର୍ଜୁନ କପୁର

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୬ରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍ । ଆଜି ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବଲିଉଡ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନୀ କପୁର । ସେ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ କରିଥିବା କହିଛନ୍ତି । ସୂଚନା ଅନୁସାରେ ୧୬ରେ ପଞ୍ଜାବ ଦେ ଶେର ଟିମ୍ ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ ଓ ମୁମ୍ବାଇ ହିରୋ ଏବଂ ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଗୋଟିଏ ମ୍ୟାଚ ହେବ । ଏହା ପରେ ସେ ସୂର୍ୟ୍ୟବଂଶୀ ସୂରଜଙ୍କୁ ମଧ୍ୟ ସାକ୍ଷାତ କରିଥିବାର ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login