The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କ କଡା ନିଦେ୍ର୍ଦଶ , ଯିଏ ବି ଦୋଷୀ ଥାଉନା କାହିଁକି କାହାକୁ ଛଡାଯିବନି

Facebook
Twitter
LinkedIn

ଭୁବନେଶ୍ୱର : ଓଏଏସ ଅଫିସରଙ୍କ ଛୁଟି ପ୍ରସଙ୍ଗ ନେଇ ମୁନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, କାର୍ୟ୍ୟାନୁଷ୍ଠାନ ହେବ । ଏହା ସହ ଓଏଏସ ଅଧିକାରୀଙ୍କ ଆନ୍ଦୋଳନର ଖୁବ୍ ଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି । ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login