The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ :୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

Facebook
Twitter
LinkedIn

ମାଲକାନଗିରି : ମାଲକାନଗିରିରେ ୪ ଓ ଗଂଜାମ ଆର୍ଯ୍ୟପଲୀରେ ୨ ମୃତ ଘଟଣା । ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ରାଶି ଘୋଷଣା । ଘଟଣାକୁ ନେଇ ଦୁଃଖପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାଲି କାଳବୈଶାଖୀରେ ମାଲକାନଗିରିର୪ ଜଣଙ୍କ ମୃତ୍ୟୁ ଘଟିଥିଲା । ଆର୍ଯ୍ୟପଲୀ ନିକଟରେ ବୁଡିଯ୍ଧବ ୨ ଛାତ୍ରୀ ବି ପ୍ରାଣ ହରାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login