The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ –ମନମୋହନ

Facebook
Twitter
LinkedIn

ଭୁବନେଶ୍ୱର : ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେବା ଘଟଣାକୁ ତୀବ୍ର ନିନ୍ଦା । ନିନ୍ଦା କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦାୟିତ୍ୱ ହୀନତାର ଏହା ଚରମ ଉଦାହରଣ ବୋଲି କହିଲେ । ଘଟଣାରେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ କହିଲେ ମନମୋହନ ।
ସୂଚନା ଅନୁଯାୟୀ , ରାଷ୍ଟ୍ରପତିଙ୍କ ଭାଷଣ ବେଳେ ୯ ମିନିଟ ଅନ୍ଧାର ହୋଇଥିଲା । । ଦିନ ୧୧ଟା ୫୬ରୁ ୧୨ଟା୫ ପର୍ଯ୍ୟନ୍ତ ବିଜୁଳି ନ ଥିବା ମାନିଲା । ବିଜୁଳି ନ ଥିବାରୁ ସାରା ଅଡିଟୋରିୟମ ଅନ୍ଧାର ଥିବା କହିଲା । ଏଭଳି ଅନିଚ୍ଛାକୃତ ତ୍ରୁଟି ପାଇଁ ଦୁଖିଃତ କହିଲା ଆଇଆଣ୍ଡପିଆର ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

ADVERTISEMENT
ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

Login