The Ultimate Managed Hosting Platform
ADVERTISEMENT

ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି

Facebook
Twitter
LinkedIn

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି । କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କ ଚିଠି । ସାଂସଦ ଅପରାଜିତାଙ୍କ ଅଭିଯୋଗ ଆଧାରରେ ଚିଠି । ଆଇଏଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଲ୍ଲେଖ । ଆଇଏଏସଙ୍କ ବିରୋଧରେ ପ୍ରମାଣ ସହ ହୋଇଥିଲା ଅଭିଯୋଗ । ଅପରାଜିତା ଓ ମନମୋହନ ସାମଲ କରିଥିଲେ ଅଭିଯୋଗ । ପ୍ରମାଣ ଆକାରରେ ଦେଇଥିଲେ ସିଡି ଓ ପେନଡ୍ରାଇଭ । ୨୪ ଜୁନରେ ଲିଖିତ ଅଭିଯୋଗ କରିଥିଲେ ଅପରାଜିତା । ୪୮ ଘଣ୍ଟା ମଧ୍ୟରେ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା କେନ୍ଦ୍ର । ଚିଠିରେ ସଂଲଗ୍ନ ଅଛି ଫଟୋ , ଭିଡିଓ , ସିଡି ଓ ପେନଡ୍ରାଇଭ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login