କଟକ : କଟକ ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦର ପ୍ରଥମ ବନ୍ୟାଜଳ । ବର୍ତ୍ତମାନ ୮୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ଧୀରେ ଧୀରେ ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା ପ୍ରକାଶ ପାଇଛି। ବର୍ତ୍ତମାନ ମୁଣ୍ଡଳିଠାରେ ବିପଦ ସଙ୍କେତ ତଳେ ରହିଛି ବନ୍ୟାଜଳ । ପ୍ରଥମ ବନ୍ୟା ଜଳ ମୁଣ୍ଡଳୀରେ ପହଞ୍ଚିବା ପରେ ଧୀରେ ଧୀରେ ଫୁଲୁଛି ମହାନଦୀ ବର୍ତ୍ତମାନ ମହାନଦୀରେ ୮୦ହଜାର କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉଥିବାବେଳେ ଧୀରେ ଧୀରେ ଜଳସ୍ତର ବୃଦ୍ଧି ପାଉଛି ।
Views: 11