The Ultimate Managed Hosting Platform
ADVERTISEMENT

ମୁଣ୍ଡ ନେଉଛି ପଳାଶୁଣୀ, ରାସ୍ତା ପାର ବେଳେ ମହିଳାଙ୍କ ଉପରେ ଚଢିଗଲା ଟ୍ରକ

Facebook
Twitter
LinkedIn

ଭୁବନେଶ୍ୱର : ରାସ୍ତା ପାରି ହେଉଥିବା ବେଳେ ମହିଳାଙ୍କ ଉପରେ ତଢିଗଲା ଟ୍ରକ । ଭୁବନେଶ୍ୱର ପଳାଶୁଣୀ ଛକରେ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ମହିଳାଙ୍କର ପରିଚୟ ଅସ୍ପଷ୍ଟ ରହିଛି । ଖବର ପାଇ ମଞ୍ଚେଶ୍ୱର ଥାନା ପୋଲିସ ପହଁଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିବା ସହ ଉତ୍ତେଜନା ଲାଗି ରହିଛି । ଦୁର୍ଘଟଣା ରୋକିବାକୁ ଏଠାରେ ଏକ ଫୁଟ ଓଭରବ୍ରିଜ ନିର୍ମାଣ କରିବା ପାଇଁ ସ୍ଥାନୀୟ ଲୋକେ ଦୀର୍ଘ ବର୍ଷ ହେବ ଦାବି କରିଛନ୍ତି । କିନ୍ତୁ ପ୍ରଶାସନର ନିଦ ଭାଙ୍ଗୁନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login