The Ultimate Managed Hosting Platform
ADVERTISEMENT

ମୁହାଁମୁହିଁ ହେବେ ଗୁଜୁରାଟ ଓ ଲକ୍ଷ୍ନୌ

Facebook
Twitter
LinkedIn

ଚଳିତ ସିଜନରେ ନୂଆ କରି ପାଦ ଥାପିଥିବା ଦୁଇ ଦଳ ଗୁଜରାଟ ଟାଇଟନ୍ସ ଓ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ ସୋମବାର ପରସ୍ପରକୁ ଭେଟିବେ । ୱାଙ୍ଖଡେ ଷ୍ଟାଡିୟମ୍‌ରେ ଏହି ମ୍ୟାଚ୍‌ ଖେଳାଯିବ ।ଦୁଇ ଦଳ ନୂଆ ହୋଇଥିଲେ ହେଁ ଖେଳାଳିମାନେ ଆଇପିଏଲ୍‌ ସହ ବହୁ ପୂର୍ବରୁ ଜଡ଼ିତ । ତଥାପି ଏହି ମ୍ୟାଚ୍‌ କ୍ରିକେଟ୍‌ ପ୍ରେମୀଙ୍କ ପାଇଁ ନୂଆ ଉନ୍ମାଦନା ନେଇ ଆସିଛି । ଉଭୟ ଦଳ ଶ୍ରେଷ୍ଠ ଏକାଦଶ ଚୟନ କରିବା ସମ୍ଭାବନା ନାହିଁ । କାରଣ ଅଧିକାଂଶ ଖେଳାଳି ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳୁଥିବାରୁ ଆଇପିଏଲ୍‌ରେ ଯୋଗ ଦେଇନାହାନ୍ତି ।

ଟାଇଟନ୍ସ ଦଳରେ ମଧ୍ୟ ତାରକା ଖେଳାଳି ଭରପୁର । ଜାସନ ରୟ ଓହରି ଯାଇଥିଲେ ହେଁ ଦଳ ପ୍ରଭାବିତ ହେବ ନାହିଁ । ଶୁଭମନ ଗିଲଙ୍କ ସହ ମାଥ୍ୟୁ ୱେଡ୍‌ ପାଳି ଆରମ୍ଭ କରିବେ । ରସିଦ ଖାନ, ଲୋକି ଫର୍ଗୁସନ, ମହମ୍ମଦ ସାମିଙ୍କୁ ନେଇ ଟାଇଟନ୍ସ ଦଳର ବୋଲିଂ ବିଭାଗ ବେଶ୍‌ ଶକ୍ତିଶାଳୀ । ମଝିରେ ରାହୁଲ ତେୱାତିଆ ଓ ଆର ସାଇ କିଶୋର ସ୍ପିନ ବିଭାଗ ସମ୍ଭାଳିବେ । ତେଣୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବୋଲିଂ ଉପରେ ଦଳ ନିର୍ଭର କରିବ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login