The Ultimate Managed Hosting Platform
ADVERTISEMENT

ମୃତକ ପ୍ରଶାନ୍ତଙ୍କ ପତ୍ନୀଙ୍କୁ ଭେଟିଲେ ସାଂସଦ ଅପରାଜିତା

Facebook
Twitter
LinkedIn

ଭୁବନେଶ୍ୱର : ଶ୍ରୀନଗରରେ ପ୍ରଶାନ୍ତ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ଅପରାଜିତା ଷଡଙ୍ଗୀ । ପ୍ରଶାନ୍ତ ଶତପଥୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ । ପତ୍ନୀ ପ୍ରିୟଦର୍ଶନୀ ଓ ପୁଅଙ୍କୁ ଭେଟି ଶାନ୍ତ୍ୱନା ଦେଲେ ଅପରାଜିତା । ଶ୍ରୀନଗର ଗସ୍ତରେ ଅଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ଏହାସହ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସାଂସଦ ଅପରାଜିତା । ସେପଟେ ଆଜି ଓଡ଼ିଶା ମାଟିରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ । ଅପରାହ୍ନରେ ଶ୍ରୀନଗରରୁ ୨ଟା ୩୫ମିନିଟରେ ଓଡ଼ିଶା ଅଭିମୁଖେ ବାହାରିବ ମୃତଦେହ । ଦିଲ୍ଲୀ ଦେଇ ୯ ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବ ପ୍ରଶାନ୍ତଙ୍କ ମରଶରୀର । ଏହା ପରେ ଭୁବନେଶ୍ୱରରୁ ପୁଣି ବାଲେଶ୍ୱର ସ୍ଥିତ ତାଙ୍କ ବାସଭବନକୁ ନିଆଯିବ ପ୍ରଶାନ୍ତଙ୍କ ମୃତଦେହ । ପ୍ରଶାନ୍ତଙ୍କ ମୃତୁ୍ୟକୁ ନେଇ ରେମୁଣା ସାରଗାାଁରେ ଶୋକାକୂଳ ପରିବେଶ ଖେଳିଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login