The Ultimate Managed Hosting Platform
ADVERTISEMENT

ମେଟ୍ରୋ ଟ୍ରେନ ପ୍ରସ୍ତାବକୁ ଅନୁମୋଦନ

Facebook
Twitter
LinkedIn

ଭୁବନେଶ୍ୱର : ମେଟ୍ରୋ ଟ୍ରେନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ । ଭୁବନେଶ୍ୱର-କଟକ-ପୁରୀକୁ ସଂଯୋଗ କରିବାକୁ ମେଟ୍ରୋ ଟ୍ରେନ ପ୍ରସ୍ତାବ । ଭିଡ କମାଇବା ପାଇଁ ମେଟ୍ରୋ ଚଳାଇବାକୁ ସରକାରଙ୍କ ବଡ ପଦକ୍ଷେପ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହେଲା ଗ୍ରାଉଣ୍ଡ ଜିରୋର ରିଭ୍ୟୁ । ବିମାନ ବନ୍ଦରରୁ ତ୍ରିଶୂଳିଆ ରୁଟର ହେଲା ପ୍ରାରମ୍ଭିକ ସମୀକ୍ଷା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login