The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମେଡିକାଲରେ ଝୁଲନ୍ତା ମୃତଦେହ

Facebook
Twitter
LinkedIn

ସୋର : ସୋର ନୂଆ ମେଡିକାଲ ବିଲ୍ଡିଂରୁ ଝୁଲନ୍ତା ମୃତଦେହ ଉଦ୍ଧାର । ଫାୟାର ସେଫ୍ଟି ପାଇଁ ଯାଇଥିବା ପାଇପ ଲାଇନରୁ ଝୁଲନ୍ତା ଉଦ୍ଧାର । ଯୁବକଙ୍କ ପରିଚୟ ମିଳିନି । ମେଡ଼ିକାଲ ପରିସର ସିଡ଼ି ପାହାଚରେ ଥିବା ଫାୟାର ରେଲିଂରେ ଝୁଲନ୍ତା ଅବସ୍ଥାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦେଖିବାକୁ ମିଳିଛି ।
ସୂଚନା ଅନୁସାରେ ହସପିଟାଲର ସ୍ତ୍ରୀ ପ୍ରସୂତୀ ବିଭାଗ ଦ୍ୱିତୀୟ ମହଲା ସିଡି ପକ୍ଷହଛରେ ଜଣେ ୪୦ ବର୍ଷୀୟ ଯୁବକ ଗାମୁଛାରେ ଫାସୀ ଲଗକ୍ଷଇ ଝୁଲୁ ପଡିଛନ୍ତି କ୍ଷ ୫ରୁ ୬ ଫୁଟ ଉଚ୍ଚତାରେ ଗମୁଛାରେ ବେକରେ ଲଗାଇ ଯେଉଭଳି ମୃତ୍ୟୁ ହୋଇଛି ତାହା ସନ୍ଦେହ ପ୍ରକାଶ ପାଇଛି କ୍ଷ ଗତକାଲି ବିଳମ୍ବିତ ରାତି ପର୍ୟ୍ୟନ୍ତ ବ୍ୟକ୍ତି ଜଣଙ୍କ ଡାକ୍ତରଖାନାରେ ବୁଲୁଥିବାର ସୁରକ୍ଷାକର୍ମୀ ମାନେ ଦେଖିବାକୁ ପାଇଥିଲେ । ହେଲେ ଆଜି ତାଙ୍କର ମୃତ୍ୟୁ ହୋଇଛି। ସେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହିଁ ହତ୍ୟା କରି ଝୁଲାଇଦେଇଛି ସେନେଇ ସନ୍ଦେହ ସୃଷ୍ଟି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login