ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ

ଭୁବନେଶ୍ୱର: ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ । ପଛୁଆ ବର୍ଗ ଲୋକଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ଏହି ସର୍ଭେ ମାଧ୍ୟମରେ ତଥ୍ୟ ଗ୍ରହଣ କରାଯିବ । ଏନେଇ ଚୂଡାନ୍ତ ନିର୍ଦ୍ଦେଶନାମା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ ପାଇଛି । ଏହି ସର୍ଭେ କେବଳ ଓଡ଼ିଶା ସରକାରଙ୍କ ଦ୍ୱାରା ଅଧିସୂଚିତ ୨୦୮ ପ୍ରକାର ପଛୁଆ ବର୍ଗ ଲୋକଙ୍କ ପାଇଁ ଉଦ୍ଦିଷ୍ଟ । ନିର୍ଦ୍ଧାରିତ ସର୍ଭେ ସେଣ୍ଟର କିମ୍ବା ଅନଲାଇନରୁ ଯେକୌଣସି ଗୋଟିଏ ମାଧ୍ୟମରେ ଫର୍ମପୂରଣ … Continue reading ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ