The Ultimate Managed Hosting Platform
ADVERTISEMENT

ମେ’ ରେ ମାଟ୍ରିକ ରେଜଲ୍ଟ

Facebook
Twitter
LinkedIn

ଭୁବନେଶ୍ୱର : ମେ’ ପ୍ରଥମ ଭାଗରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ ପାଇଁ କିଛି ଅସୁବିଧା ନାହିଁ । ଗ୍ରେସ୍ ମାର୍କ ନେଇ ପରିଚାଳନା କମିଟି ନିଷ୍ପତ୍ତି ନେବ । ଆଉ ଦୁଇଦିନ ମଧ୍ୟରେ ସରିବ ଖାତା ଦେଖା । ଏଆଇ ଓ କ୍ୟୁଆର କୋଡ୍ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି । ମାର୍ଚ୍ଚ ୧୯ରେ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login