The Ultimate Managed Hosting Platform
ADVERTISEMENT

ମେ ସୁଦ୍ଧା ମାଟ୍ରିକ, +୨ ରେଜଲ୍ଟ

Facebook
Twitter
LinkedIn

ଭୁବନେଶ୍ୱର : ମାଟ୍ରିକ ପରୀକ୍ଷାଫଳ କୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ମେ ମାସ ସୁଦ୍ଧା ପ୍ରକାଶ ପାଇଁ ଦଶମ ପରୀକ୍ଷା ଫଳ । ଖାତା ଦେଖା ପ୍ରକ୍ରିୟା ସରିଛି ଏବେ ଟାବୁଲେସନ ଚାଲିଛି । ବୋର୍ଡ ପକ୍ଷରୁ ପ୍ରସ୍ତୁତି ଏବେ ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ଅନ୍ୟପଟେ +୨ ଖାତା ଦେଖା ଚାଲିଛି । ଦୁଇଟି ପର୍ଯ୍ୟାୟରେ ଖାତା ଦେଖାଯାଉଛି । ମେ ମାସ ୭ରେ +୨ ଖାତା ଦେଖା ସରିବ । ମେ ମାସ ସୁଦ୍ଧା ପ୍ରଥମେ +୨ ବିଜ୍ଞାନ ଫଳ ପ୍ରକାଶ ପାଇବ । ତେବେ ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login